ବିଜେଡିରୁ ବହିଷ୍କୃତ ହୋଇଥିବା ମାଥିଲି ବ୍ଲକ ୩ ନମ୍ବର ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ ଗିରଫ ହୋଇଛନ୍ତି। ମାଥିଲି ପୋଲିସ ଜଗତସିଂହପୁରରୁ ସସ୍ମିତାଙ୍କୁ ଗିରଫ କରିଛି । ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଛନ୍ତି। ଭିକେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକିଥିବା ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା। ୨ ଦିନ ତଳେ ବିଜେଡିରୁ ବହିଷ୍କାର ହୋଇଥିଲେ ସସ୍ମିତା ମାଝୀ। Post navigation ଏମ୍ବିବିଏସ୍ ପାଠ୍ୟକ୍ରମ ପାଇଁ ଯୋଗ୍ୟ ବିବେଚିତ ବଣ୍ଡା ଜନଜାତି ଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ଭିଜିଲାନ୍ସ ଜାଲରେ ଡିଇଓ ଅଫିସ କିରାଣୀ