satyabrata-rout-secretary-of-odisha-legislative-assembly

ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ଶୁକ୍ରବାର ଦିନ ନିଯୁକ୍ତି ପ୍ରଦାନ କରାଯାଇଛି ।

ସତ୍ୟବ୍ରତଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ରାଉତ ଏବେ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଅଛନ୍ତି ।

କାର୍ଯ୍ୟସୂଚୀ ଅନୁଯାୟୀ ଓଡ଼ିଶା ବଜେଟ୍ ଅଧିବେଶନ ୨୦୨୫ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ ଏଥିରେ ମୋଟ ୨୮ଟି କାର୍ଯ୍ୟଦିବସ ରହିବ ।

By Nirvay

Leave a Reply

Your email address will not be published. Required fields are marked *