ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ୨୧ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି । ଏହି ବିଚାରପତିମାନଙ୍କ ମଧ୍ୟରୁ ଚାରି ଜଣ ବର୍ତ୍ତମାନ ଆଲାହାବାଦ ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟରତ ଥିବାବେଳେ, ତିନି ଜଣ କର୍ଣ୍ଣାଟକ ହାଇକୋର୍ଟରେ ଏବଂ ଗୌହାଟୀ ହାଇକୋର୍ଟରେ କାର୍ଯ୍ୟ କରୁଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ଜଷ୍ଟିସ୍ ମାନସ ରଞ୍ଜନ ଗୌହାଟୀ ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ଆସିବେ । Post navigation ଆୟକର ପୈଠ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ