ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ଟଙ୍କଧରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ହାଇକୋର୍ଟଙ୍କ ରାୟ ସୁପ୍ରିମକୋର୍ଟରେ କାଏମ ରହିଛି । ଟଙ୍କଧରଙ୍କ ଆବେଦନ ଖାରଜ କରିଛନ୍ତି ସୁପ୍ରମକୋର୍ଟ ।

ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ଟଙ୍କଧର ଆବେଦନ କରିଥିଲେ ଯାହାକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି । ମୂଳ ନିର୍ବାଚନୀ ମାମଲାର ଶୁଣାଣି ହାଇକୋର୍ଟରେ ଜାରି ରହିବ ।

Leave a Reply

Your email address will not be published. Required fields are marked *