ଭୁବନେଶ୍ଵର: ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି।

ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ କୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟ ର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି।

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *