ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ବନ୍ଦ୍ବ ଦୂର କଲା ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବୋର୍ଡ ପ୍ରଶ୍ନପତ୍ର ଯୋଗାଇବ ନାହିଁ। ସ୍କୁଲ କର୍ତ୍ତୃପକ୍ଷ ନିଜସ୍ବ ପ୍ରଶ୍ନପତ୍ର ପ୍ରସ୍ତୁତ କରିପାରିବେ। ପରୀକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। Post navigation ସରକାରୀ କାମରେ ରାଜ୍ୟ ମଧ୍ୟରେ ବିମାନ ଯୋଗେ ଯାତ୍ରା କରିପାରିବେ ଗ୍ରୁପ-ଏ ବର୍ଗର କର୍ମଚାରୀ ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା