ଆଜି ୪ଟି ଜିଲ୍ଲାରେ ସ୍କୁଲ୍‌ ଛୁଟି ବନ୍ଦ । ବନ୍ୟା ପରି ପରିସ୍ଥିତି ଏବଂ ପ୍ରତିକୂଳ ପାଗ ଯୋଗୁଁ ରାଜ୍ୟର ଚାରୋଟି ଜିଲ୍ଲା ଜଗତସିଂହପୁର, ଭଦ୍ରକ ଓ ଯାଜପୁରରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ଛୁଟି ନିମନ୍ତେ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ ଦେଇଛନ୍ତି ।ଏଥି ସହିତ ଆସନ୍ତାକାଲି ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ମଧ୍ୟ ସ୍କୁଲ୍ ଛୁଟି ଥିବା ଜଣାପଡ଼ିଛି।

 

Leave a Reply

Your email address will not be published. Required fields are marked *