ଖୋର୍ଦ୍ଧା ଜିଲ୍ଲାରେ ୩୧ ତାରିଖ ଯାଏଁ ସମସ୍ତ ସ୍କୁଲ୍ ଛୁଟି । ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ୩୧ ତାରିଖ ଯାଏଁ ସମସ୍ତ ସ୍କୁଲ୍ ଛୁଟି ନିମନ୍ତେ ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଏଥି ସହିତ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବା ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି । Post navigation Ajinkya Rahane announces retirement from International Cricket Police Raid BJD MLA’s Official Residence: ବିଧାୟିକାଙ୍କ ସରକାରୀ ଘରେ ପୋଲିସ ପଶିବା ଘଟଣା: ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ