ଆଜି ଚାଲିଛି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ହେଉଛି। ବଜେଟ ଆଗତ ପୂର୍ବରୁ ଏହି ବୈଠକ ବସୁଛି । ତେଣୁ ଅନେକ ପ୍ରସଙ୍ଗ ଉପରେ କ୍ୟାବିନେଟ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ନେବା ପରେ ପ୍ରଥମ ଦିନରେ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ଶ୍ରୀମନ୍ଦିର ଚାରିଦ୍ୱାର, ଚାଷୀଙ୍କ ଏମଏସପି ଆଦି ପ୍ରସଙ୍ଗରେ ଆଲୋଚନା ହୋଇଥିଲା ।

Leave a Reply

Your email address will not be published. Required fields are marked *