ମେଡିକାଲରେ ଭର୍ତ୍ତି ହେଲେ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲର ICUରେ ଭର୍ତ୍ତି କରାଯାଇଛି । ଏହା ସହ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *