serious-allegation-against-bhubaneswar-bjd-corporator-amresh-jena
ଭୁବନେଶ୍ୱର ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ । ବିବାହର ପ୍ରତିଶୃତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗ କରିଛନ୍ତି ପୀଡ଼ିତା ।
 
୨୦୨୩ ରୁ ସମ୍ପର୍କ ରଖିଥିବା ନେଇ ଲକ୍ଷ୍ମୀସାଗର ଥାନାରେ ସେ ଅଭିଯୋଗ କରିଛନ୍ତି । ସେତେବେଳେ ପୀଡ଼ିତା ନାବାଳିକା ଥିଲେ ବୋଲି ଏତଲାରେ ଦର୍ଶାଇଛନ୍ତି । କାର୍ଯ୍ୟାନୁଷ୍ଠାନ ନ ହେଲେ ସେ ଆତ୍ମାହୁତି ଦେବେ ବୋଲି ଲେଖିଛନ୍ତି ।
 
ଡାକ୍ତରୀ ମାଇନା ପାଇଁ ପୀଡ଼ିତାଙ୍କୁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି । ଏ ନେଇ ଅମରେଶ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି ।
 
 
 
 
 
 

By Nirvay

Leave a Reply

Your email address will not be published. Required fields are marked *