କଟକରେ ବିଜେଡିକୁ ଲାଗିଛି ବଡ଼ ଝଟକା। ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟାମାନଙ୍କୁ
ଦାୟିତ୍ଵ ମୁକ୍ତ କରାଗଲା। ବିଜେଡି ହାତରୁ ଗଲା ୨ଟି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ। ଏଷ୍ଟାବ୍ଲିସମେଣ୍ଟ ଓ ପ୍ଲାନିଂ ଆଣ୍ଡ ଡେଭଲପମେଣ୍ଟ କମିଟି ଅଧ୍ୟକ୍ଷ ପଦ ବିଜେଡି ହାତରୁ ଯାଇଛି। ବିଜେପି ଓ ସ୍ବାଧୀନ କର୍ପୋରେଟର ୨ଟି ଅଧ୍ୟକ୍ଷ ପଦ ଛଡ଼ାଇନେଇଛନ୍ତି।

ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟଦକ୍ଷତା ବୃଦ୍ଧିରେ କୌଣସି ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟାମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Leave a Reply

Your email address will not be published. Required fields are marked *