ରାଜଧାନୀରେ ଡେଲିଭେରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଖଣ୍ଡଗିରି ଥାନା ଅଞ୍ଚଳ ଜାଗମରା ଗଣ୍ଡମୁଣ୍ଡା ରାସ୍ତାରେ ଡେଲିଭେରୀ ବୟ ତାପସ ବେହେରା ନାମକ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରି ମୋବାଇଲ ଫୋନ୍ ଓ ନଗଦ ଟଙ୍କା ଲୁଟ୍ ନେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଭିଯୋଗ ପରେ ଘଟଣାକୁ ନେଇ ଖଣ୍ଡଗିରି ଥାନା ପୋଲିସ ତଦନ୍ତ କରୁଛି।

Leave a Reply

Your email address will not be published. Required fields are marked *