ଆରମ୍ଭ ହୋଇଛି କାଳିଆର ପହଣ୍ଡି ବିଜେ। ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ପଛରେ ଝୁଲି ଝୁଲି ଆସୁଛନ୍ତି କଳା ଠାକୁର । ମହାବାହୁ ଶ୍ରୀଜଗନ୍ନାଥଙ୍କୁ ଦେଖି ଭାବବିହ୍ୱଳ ହେଲେ ଭକ୍ତ। ରଥରେ ତିନି ଦିଅଁଙ୍କୁ ଦେଖିବାକୁ ଚାହିଁ ରହିଥାନ୍ତି ଭକ୍ତ। ଆଜି ସେଦିନ ଆସିଛି। ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ବଡ଼ଦାଣ୍ଡ। Post navigation ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି ସମ୍ପନ୍ନ ରଥାରୂଢ଼ ଠାକୁରଙ୍କ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ