similipal-officially-notified-as-national-park
ରାଜ୍ୟ ସରକାର ମୟୂରଭଞ୍ଜ ଜିଲ୍ଲାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରିଛନ୍ତି । ଜାତୀୟ ଉଦ୍ୟାନ ମାନ୍ୟତା ପାଇବା ନେଇ ସମସ୍ତ ପ୍ରକାରର ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି ।
 
ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆଜି ଏହି ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ କରିଛି । ଶିମିଳିପାଳ ଏବେ ଭାରତର ୧୦୭ତମ ଏବଂ ୮୪୫.୭୦ ବର୍ଗ କିଲୋମିଟର ବିଶିଷ୍ଟ ଓଡ଼ିଶାର ସର୍ବବୃହତ ଉଦ୍ୟାନ ।
 
କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ଜଙ୍ଗଲ, ପରିବେଶ ତଥା ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଏହି ସୂଚନା ଦେଇଛନ୍ତି ।
 
 

By Nirvay

Leave a Reply

Your email address will not be published. Required fields are marked *