Oplus_131072

ଭୋଟର ତାଲିକାରେ ଯୋଗ୍ୟ ଭୋଟରଙ୍କୁ ସାମିଲ କରିବା ପାଇଁ ଅକ୍ଟୋବର ୭, ୮ ଓ ୯ ତାରିଖରେ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ ହେବ । ଏହି ଅଭିଯାନରେ ଭୋଟର ତାଲିକାରୁ କୌଣସି କାରଣରୁ ବାଦ ପଡ଼ିଥିବା ଯୋଗ୍ୟ ବ୍ୟକ୍ତିମାନେ ପୁଣିଥରେ ନାମ ସାମିଲ କରିବାର ସୁଯୋଗ ପାଇବେ ।

ସେହିପରି, ୨୦୨୬ ଅକ୍ଟୋବର ୧ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଥିବା ଯୁବକ-ଯୁବତୀମାନେ ମଧ୍ୟ ଭୋଟର ତାଲିକାରେ ନାମ ପଞ୍ଜୀକରଣ କରିପାରିବେ । ଏହି ସ୍ୱତନ୍ତ୍ର ଅଭିଯାନ ମାଧ୍ୟମରେ ବାଦ ପଡ଼ିଥିବା ଯୋଗ୍ୟ ଭୋଟର ଓ ନୂଆ ଯୁବ ଭୋଟରଙ୍କୁ ତାଲିକାରେ ସାମିଲ ହେବାର ସୁଯୋଗ ମିଳିବ ।

By Nirvay

Leave a Reply

Your email address will not be published. Required fields are marked *