ଉତ୍ତରପ୍ରଦେଶ ହାଥରସ ଭୋଲେ ବାବାଙ୍କ ସତସଙ୍ଗରେ ହୋଇଥିବା ଦଳା ଚକଟା ହାଥରସ୍‌ ଘଟଣାରେ ରିପୋର୍ଟ ଦାଖଲ କଲା SIT ।ରିପୋର୍ଟରେ ସତ୍‌ସଙ୍ଗ ଆୟୋଜନ କରିଥିବା କମିଟିକୁ ଦାୟୀ ବୋଲି ସୁଚାଯାଇଥିବା ସୂଚନା । ଅନୁମତିଠୁ ଅଧିକ ଲୋକଙ୍କୁ ଏକତ୍ରିତ କରାଯାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ଏହା ସହ ସତ୍‌ସଙ୍ଗ ସ୍ଥଳରେ ସଠିକ ବ୍ୟବସ୍ଥା କରାଯାଇନଥିବା ମଧ୍ୟ ଉଲ୍ଲେଖ କରାଯାଇଛି ।

Leave a Reply

Your email address will not be published. Required fields are marked *