ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଅଭିଯୋଗ ଘଟଣାରେ ବିଜେଡିର ଅଯୋଗ୍ୟତା ଆବେଦନକୁ ଖାରଜ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ସୂଚନା ଯୋଗ୍ୟ; ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିଲା ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ । ଏଥିରେ ୮ ବିଧାୟକଙ୍କ ବିରୋଧରେ କ୍ରସ ଭୋଟିଂ ଅଭିଯୋଗ ଆଣିଥିଲା ବିଜେଡି । ସଂପୃକ୍ତ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆବେଦନ କରିଥିଲା ବିଜେଡି । କିନ୍ତୁ ଆଜି ଏହାକୁ ଖାରଜ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । Post navigation Tamil Nadu Ammonia Leak Case: ତାମିଲନାଡୁରେ ଭୟାବହ ଆମୋନିଆ ଗ୍ୟାସ୍ ଲିକ୍ରେ ୨ ଓଡ଼ିଆ ମହିଳା ମୃତ; ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ