ଆସନ୍ତା ଜାନୁୟାରୀ ୧୩ ତାରିଖରୁ ପ୍ରୟାଗରାଜଠାରେ ଅନୁଷ୍ଠିତ ହେବାକୁଥିବା ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଯୋଗାଇବ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ । ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର ସହରରୁ ଆସନ୍ତା ୧୩ ତାରିଖରୁ ଫେବୃଆରୀ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ବସ୍ ସେବା । ଯାତ୍ରୀ ମାନେ OSRTC ୱେବସାଇଟ୍ ଏବଂ ମୋବାଇଲ୍ ଆପ୍ ମାଧ୍ୟମରେ ଟିକେଟ ବୁକିଂ କରିପାରିବେ । Post navigation ୭ ମାସରେ ରାଜ୍ୟର ଆଇନ ଶୃଙ୍ଖଳା ଚିନ୍ତାଜନକ: ବିଜେଡି ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗ ଦେବେ