special-drive-against-ganja-cultivation

ରାଜ୍ୟରୁ ବେଆଇନ ନିଶା କାରବାରକୁ ସମ୍ପୂର୍ଣ୍ଣ ମୂଳପୋଛ କରିବାକୁ ଅଣ୍ଟା ଭିଡିଛି ଓଡିଶା ପୋଲିସ ।

ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରେ ବେଆଇନ ନିଶା କାରବାର ବନ୍ଦ କରିବାକୁ ଲକ୍ଷ୍ୟ ରଖିଛି ପୋଲିସ । ଏ ନେଇ ସବୁ ଜିଲ୍ଲାର ଏସପିଙ୍କୁ ଡିଜିପି ୱାଇ.ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରତ୍ୟେକ ଦିନ ଏକର ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଉଛି । ଜାନୁଆରୀ ଶେଷ ସୁଦ୍ଧା ୨୧୩ ମାମଲା, ୮,୨୬୯ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ଏବେ ସୁଦ୍ଧା ୫୯୧ଟି ମାମଲା ସହ ୨୫୦୦୦ ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *