ଜଗତସିଂହପୁରର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସ୍‌ ରୁମରେ ଲାଗିଛି ସିକ୍ରେଟ କ୍ୟାମେରା। କିନ୍ତୁ ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା ଜଣାପଡ଼ି ନାହିଁ । ଏନେଇ ତିର୍ତ୍ତୋଲ ଥାନାରେ ଏତଲା ଦିଆଯାଇଛି । ଏହା ପରେ ପୋଲିସ କ୍ୟାମେରାଟିକୁ ଜବତ କରି ଯାଞ୍ଚ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *