ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରାକାନ୍ତ ଜେନା ବୁଧବାର କଂଗ୍ରେସରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଏଆଇସିସିର ମୁଖ୍ୟ କାର୍ଯ୍ୟାଳୟ ୨୪ ଆକବର ରୋଡରେ ଓଡିଶା ପ୍ରଭାରୀ ଡକ୍ଟର ଅଜୟ କୁମାର ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଦଳରେ ସେ ଯୋଗଦେବା ପରେ କହିଛନ୍ତି ଦଳ ଓ ତାଙ୍କ ମଧ୍ୟରେ ଯେଉଁ ସବୁ ପାର୍ଥକ୍ୟ ଥିଲା ଆଲୋଚନା ପରେ ସମାଧାନ ହୋଇସାରିଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *