ସଂଯୁକ୍ତା ମହଲାଙ୍କ ଆବେଦନ ହାଇକୋର୍ଟରେ ଖାରଜ। ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ମାମଲା ଆବେଦନ ଖାରଜ କରିଛି ହାଇ କୋର୍ଟ।ଶ୍ରୀକାନ୍ତଙ୍କ ନାଁରେ ପୋଲିସ ୩୭୬ରେ ମାମଲା କରିନଥିବା କହିଥିଲେ ସଂଯୁକ୍ତା।

ଗତ କିଛି ଦିନ ତଳେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ହାତୀଓଟ ଗାଁ ସ୍ଥିତ ଘରକୁ ଜୋରଜବରଦସ୍ତ ପଶିଥିବା ଅଭିଯୋଗ ହୋଇଥିଲା । ଏପରିକି ତାଙ୍କ ଘର ଆଗରେ ଧାରଣାରେ ବସିଥିଲେ ସଂଯୁକ୍ତା । ଏହାକୁ ନେଇ ସେଠାରେ ଅଶାନ୍ତ ବାତାବରଣ ଦେଖାଦେଇଥିଲା । ଏହି ଘଟଣାକୁ ନେଇ ବିଧାୟକଙ୍କ ପତ୍ନୀ ଗୋଲାପ ସାହୁଙ୍କ ଏତଲା କ୍ରମେ କବିସୂର୍ଯ୍ୟନଗର ଥାନାରେ ସଂଯୁକ୍ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *