ଆସନ୍ତା ରଥଯାତ୍ରା ପୂର୍ବରୁ ଶେଷ ହେବ ଗୁଣ୍ଡିଚା ମନ୍ଦିର ଉନ୍ନତିକରଣ କାର୍ଯ୍ୟ । ଗୁଣ୍ଡିଚା ମନ୍ଦିରର ସମସ୍ତ ଉନ୍ନତିକରଣ କାର୍ଯ୍ୟର ଅନୁଧ୍ୟାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକଙ୍କ ସହିତ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । Post navigation High-Level Committee to Tackle Infiltration: ଅନୁପ୍ରବେଶ ରୋକିବାକୁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି OPSC OCS-2024 Results Declared: Bubun Sahu Tops, 200 Candidates Qualify