State Bar Council issues show cause notice to Archana Nag
ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ । ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କୁ ଷ୍ଟେଟ୍‌ ବାର୍‌ କାଉନସିଲ୍‌ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ।
 
ସୂଚନା ଅନୁଯାୟୀ ଅର୍ଚ୍ଚନା ଓକିଲାତି ଲାଇସେନ୍ସ ପାଇଁ ଦେଇଥିବା ଆବେଦନରେ ତାଙ୍କ ନାଁରେ ଥିବା ଫୌଜଦାରୀ ମାମଲା ଦର୍ଶାଇ ନାହାନ୍ତି ।
 
ବେଆଇନ ଅର୍ଥ କାରବାର ମାମଲାରେ ପୂର୍ବରୁ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଗିରଫ ହୋଇ ଜେଲରେ ରହିଥିଲେ । ତେବେ ପରେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *