ଭୁବନେଶ୍ୱର: ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ଆଉ କିଛିଟା ଦିନ ପରେ ଘୋଷଣା ହେବ ନିର୍ବାଚନ ତାରିଖ। ଏନେଇ ପ୍ରାୟ ସବୁ ଦଳ ନିଜ ନିଜ ସଂଗଠନ ସଜାଡ଼ିବାରେ ଲାଗିପଡ଼ିଛନ୍ତି । ଏହାରି ଭିତରେ ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡକରା ହୋଇଛି । ସଭାପତି, ସଂଗଠନ ସମ୍ପାଦକ ଓ କୋର କମିଟି ସଦସ୍ୟଙ୍କୁ ଦିଲ୍ଲୀରୁ ଡକରା ଆସିଛି । ଆଜି ସନ୍ଧ୍ୟା ୫ଟାରେ ରାଜ୍ୟ ବିଜେପି ନେତୃବୃନ୍ଦଙ୍କୁ ନେଇ ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । କେନ୍ଦ୍ର ନେତା ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ରାଜ୍ୟ ନେତାଙ୍କ ସହ ଆଲୋଚନା କରିବେ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *