ବାଲିଅନ୍ତାରେ ଯୁବକ ସୋମ୍ୟଙ୍କୁ ହତ୍ୟା କରାଯାଇଥିବା ଘଟଣାକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ସେ ସେଠାରେ ପ୍ରାଥମିକ ତଦନ୍ତ କରିବା ସହ ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ସୂଚନା ସଂଗ୍ରହ କରିଥିଲେ । ଏହା ସହିତ ଅଧ୍ୟକ୍ଷା ପୀଡିତାଙ୍କୁ ଭେଟିବା ସହ ସୋମ୍ୟଙ୍କ ଘରକୁ ମଧ୍ୟ ଯାଇ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ, ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରେ ଏଭଳି ବର୍ବର କାଣ୍ଡ ଚାଞ୍ଚଲ୍ୟ ସୃଷ୍ଟି କରିଛି । Post navigation Youth beaten to death: ବାଲିଅନ୍ତା ଅଞ୍ଚଳରେ ପୋଲିସ ସାମ୍ନାରେ ଯୁବକଙ୍କୁ ପିଟି ପିଟି ହତ୍ୟା Odisha CM in West Bengal: ପଶ୍ଚିମବଙ୍ଗରେ ବିଧାୟକ ଦଳ ନେତା ଚୟନ ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ