ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଘରୋଇ ଶିକ୍ଷାନୁଷ୍ଠାନରେ ଜୀବନ ହାରିଲେ ଛାତ୍ର। ମୃତ୍ୟୁବରଣ କରିଥିବା ଛାତ୍ର ହେଉଛନ୍ତି ଯୁକ୍ତ ୨ ଦ୍ୱିତୀୟ ବର୍ଷ ବିଜ୍ଞାନ ବିଭାଗର ଛାତ୍ର ଅନ୍ତର୍ଯ୍ୟାମୀ ପ୍ରିୟାନ୍ସୁ ସାହୁ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପାଇବା ମାତ୍ରେ ସ୍ଥାନୀୟ ପୋଲିସ କଲେଜରେ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି।

Leave a Reply

Your email address will not be published. Required fields are marked *