ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ଆଜି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ସେ କହିଛନ୍ତି ଜୁଲାଇ ପ୍ରଥମ ସପ୍ତାହରେ ହେବ ଇମ୍ପ୍ରୁଭମେଣ୍ଟ ପରୀକ୍ଷା । କୌଣସି ଗୋଟିଏ ବିଷୟରେ ଇମ୍ପ୍ରୁଭମେଣ୍ଟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ । 

Leave a Reply

Your email address will not be published. Required fields are marked *