ସୁଭଦ୍ରା ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଆସନ୍ତା ୯ ତାରିଖରେ ମିଳିବାକୁ ଥିବା ବେଳେ ଆଜି ଟ୍ରାଏଲ ବେସିସରେ ୧ ଟଙ୍କା ଆସିବ। ଆଜି ୧ ଟଙ୍କା ଆସିବାର ଅଛି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ତେବେ ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ। ଆଜି ସୁଦ୍ଧା ବୋଧହୁଏ ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ। ଆଜି ସୁଦ୍ଧା ୩୨ ଲକ୍ଷ ଏମ୍‌ପିସିଆଇ କ୍ଲିୟରାନ୍ସ ମଧ୍ୟ ମ୍ପୂର୍ଣ୍ଣ ହୋଇଛି। ତେବେ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ମହିଳାଙ୍କ ଆକାଉଣ୍ଟକୁ ଆସିଥିଲା।

Leave a Reply

Your email address will not be published. Required fields are marked *