ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ଅଧିବେଶନ । ଏହି ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP ବୋଲି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାଙ୍କ ସୁରକ୍ଷା ପାଇଁ ହୋଇଛି ସୁଭଦ୍ରା ଯୋଜନା ।ବିଧାନସଭା ଚାଲିବାକୁ ଥିବାରୁ ଆଜି ଘୋଷଣା ହେବନି ସୁଭଦ୍ରା SOP । Post navigation ରାକ୍ଷୀପୂର୍ଣ୍ଣିମା ଅବସରରେ ମହିଳାଙ୍କ ସୁରକ୍ଷା ପାଇଁ ସଂକଳ୍ପ ନେବାକୁ ବାର୍ତ୍ତା ଦେଲେ ରାଷ୍ଟ୍ରପତି ଆସନ୍ତା ବର୍ଷରୁ ଫେରିବ କଲେଜ ଛାତ୍ର ସଂସଦ ନିର୍ବାଚନ