ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା ୱାଟକୋ ଦ୍ୱାରା ରାଜ୍ୟବ୍ୟାପୀ ‘ସୁଜଲ’ ଅଭିଯାନ ଆରମ୍ଭ କରାଯାଇଛି । ଭୁବନେଶ୍ୱରଠାରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି । ସୁରକ୍ଷିତ ଜଳ, ସୁରକ୍ଷିତ ଜୀବନ ଏବଂ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଅକ୍ଟୋବର ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ଆସନ୍ତା ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଚାଲିବ। Post navigation Dharmendra Pradhan Slams Naveen Patnaik: MMDR ବିଲ୍ ନେଇ ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ସମାଲୋଚନା Cash Reward for Women’s Hockey Team: ସ୍ୱର୍ଣ୍ଣ ବିଜେତା ମହିଳା ହକି ଦଳକୁ ଆର୍ଥିକ ପୁରସ୍କାର