୨୦୦୦ ବ୍ୟାଚ୍ର ଆଇଏଏସ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଭିଆରଏସ୍ ନେଇଥିବା ସୂଚନା । ପ୍ରାୟ ୧୫ ଦିନ ତଳେ କେନ୍ଦ୍ର ନିକଟରେ ଆବେଦନ କରିଥିଲେ । ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା । ତେବେ ସୁଜାତାଙ୍କ ଭିଆରଏସକୁ କେନ୍ଦ୍ର ମଞ୍ଜୁରି ଦେଇଥିବା ସୂଚନା ମିଳିଛି । ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ । Post navigation ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ନିକୁଞ୍ଜ ଧଳ