suniti-mund-shave-hair

ଭୁବନେଶ୍ୱର ମେୟର ପ୍ରାର୍ଥିନୀ ସୁନୀତି ମୁଣ୍ଡ ମହାକୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହୋଇଛନ୍ତି ।

ନିକଟରେ ସେ ନିଜ ସୋସିଆଲ ମିଡିଆରେ କିଛି ଫଟୋ ଓ ଭିଡିଓ ପୋଷ୍ଟ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି । ସେ ଏବେ କୁମ୍ଭମେଳା ପାଇଁ ଉତ୍ତର ପ୍ରଦେଶର ପ୍ରୟାଗରାଜ ଯାଇଛନ୍ତି । ସେ ସନ୍ୟାସ ନେବାକୁ ଯାଉଛନ୍ତି ବୋଲି ବିଭିନ୍ନ ମହଲରେ ଆଲୋଚନା ଚାଲିଛି ।

ଗତ ବର୍ଷ ଦଳ ବିରୋଧୀ କାର୍ଯ୍ୟ ଓ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବିଜେପି ନେତ୍ରୀ ସୁନୀତି ମୁଣ୍ଡଙ୍କୁ ଦଳରୁ ନିଲମ୍ୱିତ କରାଯାଇଥିଲା ।

By Nirvay

Leave a Reply

Your email address will not be published. Required fields are marked *