ବିଜେଡିରୁ ଇସ୍ତଫା ଦେଇଛନ୍ତି କାକଟପୁରର ପୂର୍ବତନ ବିଧାୟକ ବିଧାୟକ ସୁରେନ୍ଦ୍ର ସେଠୀ । ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଥିବାର ଜଣା ପଡ଼ିଛି। ସେହିପରି ଆଜି ଆନନ୍ଦପୁରର ବିଧାୟକ ଭାଗିରଥୀ ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି।ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇ ଦେଇଛନ୍ତି, ଆଉ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଭାଗିରଥୀ ସେଠୀ ବିଜୁ ଜନତା ଦଳର ଜଣେ ଆଗଧାଡିର ନେତା ଥିଲେ । ତେବେ ଜଣକ ପରେ ଜଣେ ବରିଷ୍ଠ ନେତା ବିଜେଡି ପାଇଁ ମହାଙ୍ଗା ପଡିପାରେ।

By Nirvay

Leave a Reply

Your email address will not be published. Required fields are marked *