ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ । କାର୍ଯ୍ୟରେ ଅବହେଳା ଅଭିଯୋଗରେ ଓଡ଼ିଶା ସରକାର ଜଳସମ୍ପଦ ବିଭାଗର ତିନି ଜଣ ଯନ୍ତ୍ରୀଙ୍କୁ ସସ୍‌ପେଣ୍ଡ କରାଯାଇଛି । ସେମାନେ ହେଲେ ବରଗଡ଼ ସୁପରିଟେଣ୍ଡେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ, ଭେଡେନ୍‌ ଆସିଷ୍ଟାଣ୍ଟ ଏକଜିକ୍ୟୁଟିଭ ଇଂଜିନିୟର ରାଜ୍ କୁମାର ମିଶ୍ର ଓ ବରଗଡ଼ କେନାଲ୍‌ ସେକ୍ସନର ଆସିଷ୍ଟାଣ୍ଟ ଇଂଜିନିୟର ରଂଜନ ପଟେଲ ।

Leave a Reply

Your email address will not be published. Required fields are marked *