ସିଏମଓରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ଆପିଏସ ଅଧିକାରୀ ଡିଏସ୍ କୁଟ୍ଟେଙ୍କୁ  ମିଳିଛି ଆଶ୍ଵସ୍ତି। ତାଙ୍କ ଉପରୁ ନିଲମ୍ବନ ଆଦେଶ ହଟାଇ ନିଆଯାଇଛି। ଆଇପିଏସ ଅଧିକାରୀ ଡିଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ। ନିଲମ୍ବନ ହଟିବା ପରେ ଆଗାମୀ ପୋଷ୍ଟିଂ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ ।

 

ତେବେ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ ।ସିଏମଓରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିବା ଡି.ଏସ କୁଟ୍ଟେଙ୍କୁ ଚଳିତ ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଏବେ ତାଙ୍କ ନିଲମ୍ବନଙ୍କ ତତ୍କାଳ ହଟାଇ ମୁଖ୍ୟ ଶାସନ ସଚିବଙ୍କ ନିକଟରେ ରିପୋର୍ଟ କରିବାକୁ କୁହାଯାଇଛି।

 

 

 

Leave a Reply

Your email address will not be published. Required fields are marked *