Tag: 150th Anniversary

Vande Mataram 150th Anniversary: ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ଶୁଭିଲା ବନ୍ଦେ ମାତରମ୍‌

ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକୀ ଅବସରରେ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ସାମୂହିକ ‘ବନ୍ଦେ ମାତରମ୍‌’ ଗାନ ହୋଇଛି । ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ସାମୂହିକ ଗାନ ହୋଇଥିବା ଦେଖାଯାଇଛି । ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦ୍ବାରା ସାମୂହିକ ଗାନ…