ତାଜା ଖବର ଦେଶ ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା: ୧୮ କାଉଡ଼ିଆ ମୃତ July 29, 2025 Papirani ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା । କାଉଡ଼ିଆଙ୍କୁ ନେଇଯାଉଥିବା ବସ୍କୁ ଧକ୍କା ଦେଲା ଟ୍ରକ୍ । ଏହି ଦୁର୍ଘଟଣାରେ ୧୮ କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖଶନାରେ ଭର୍ତ୍ତି…