Tag: 2 Dead

ବଜ୍ରାଘାତରେ ୨ ମୃତ, ୨ ଗୁରୁତର

ପୃଥକ୍ ପୃଥକ୍ ସ୍ଥାନରେ ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ରେଢ଼ାଖୋଲ ଓ ଦଶପଲ୍ଲାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଗଣିଆ ଥାନା ପୂର୍ଣ୍ଣଚନ୍ଦ୍ରପୁର ଗାଁରେ…