Tag: +2 examination

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ: କପି ରୋକିବାକୁ ହୋଇଛି ଏପରି ବ୍ୟବସ୍ଥା

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତଦୁଇ ପରୀକ୍ଷା । ଏହା ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । କଳା, ବାଣିଜ୍ୟ ଓ ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ…