ତାଜା ଖବର ରାଜ୍ୟ ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ୍ ମାର୍କ July 7, 2025 Papirani ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା । ଏ ନେଇ ଆଜି ପ୍ରକାଶ ପାଇଛି କଟ୍ ଅଫ୍ ମାର୍କ । ଏହାକୁ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।…