ତାଜା ଖବର ରାଜ୍ୟ +୩ ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି June 2, 2025 Papirani +୩ ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି । ଜୁନ୍ ୪ ତାରିଖ ରାତି ୧୧ଟା ୪୫ ଯାଏଁ ଫର୍ମ ଦାଖଲ ଅବଧି ବଢ଼ାଇଲା ଉଚ୍ଚ ଶିକ୍ଷା ବିଭାଗ । ଛାତ୍ରଛାତ୍ରୀଙ୍କ ପାଇଁ ଜୁନ ୪ ତାରିଖ ରାତି ୧୧ଟା…