ତାଜା ଖବର ରାଜ୍ୟ Samikshya Portal Launched: ‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ January 28, 2026 Nirvay ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଷଷ୍ଠ ରାଜ୍ୟ ଅର୍ଥ କମିଶନର ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC)…