ତାଜା ଖବର ରାଜ୍ୟ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍କ୍ଷେପଣ July 28, 2025 Papirani କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍କ୍ଷେପଣ । ଆଜି ସକାଳ ୯ ଟା ୪୫ ସମୟରେ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍କ୍ଷେପଣ କରାଯାଇଛି। ଧାମରା ନିକଟସ୍ଥ ଅବଦୁଲ କଲାମ ଆଇଲାଣ୍ଡରୁ ଏହି ଉତ୍କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ…