Tag: ABEO

Dharmasala ABEO Under Vigilance Lens: ଭିଜିଲାନ୍ସ ଜାଲରେ ଧର୍ମଶାଳା ABEO

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳାର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ଉପରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସୋମବାର ସକାଳୁ ଏକାସାଙ୍ଗରେ ୭ଟି ଭିନ୍ନ ଭିନ୍ନ ସ୍ଥାନରେ ଏହି ଚଢ଼ାଉ ପ୍ରକ୍ରିୟା ଜାରି…

ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ବିସ୍କୁଟ୍ ଦେବାରୁ ବିଇଓ ଓ ଏବିଇଓଙ୍କୁ ସ୍କୁଲ୍‌ରେ ତାଲା ପକାଇଲେ ଅଭିଭାବକ

ବାଲେଶ୍ୱରର ରେମୁଣା ବିଇଓ ଓ ଏବିଇଓଙ୍କୁ ସ୍କୁଲ୍‌ରେ ତାଲା ପକାଇଲେ ଅଭିଭାବକ। ଶ୍ରୀଜଙ୍ଗ ସ୍କୁଲ୍‌ରେ ଶନିବାର ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ବିସ୍କୁଟ୍ ଖାଇ ଦେଇଥିବାରୁ ବିଇଓ, ଏବିଇଓଙ୍କୁ ତାଲା ପକାଇଲେ ଅଭିଭାବକ । ସୂଚନା ମୁତାବକ ରେମୁଣାରେ ଥିବା ଶ୍ରୀଜଙ୍ଗ ସ୍କୁଲ୍‌ରେ…