Tag: AC helmet

କମିଶନରେଟ ପୁଲିସ ପକ୍ଷରୁ ଟ୍ରାଫିକ ପୁଲିସଙ୍କୁ ଏସି ହେଲମେଟ୍ ପ୍ରଦାନ

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ପ୍ରବଳ ଖରା ସତ୍ତ୍ୱେ ଟୋପିଟିଏ ପିନ୍ଧି ଟ୍ରାଫିକ ଛକମାନଙ୍କରେ ଟ୍ରାଫିକ ପୁଲିସମାନେ ଡ୍ୟୁଟି କରିଥାନ୍ତି। ତେବେ ବର୍ତ୍ତମାନ କମିଶନରେଟ ପୁଲିସ…