Tag: Accident

ଝାରସୁଗୁଡ଼ାରେ ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରକ

ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଝାରସୁଗୁଡ଼ା-ବେଲପାହାଡ଼ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ…

ହାଇୱା ବାଇକ ଧକ୍କା, ଗୋଟିଏ ପରିବାରର ୪ ମୃତ

ଢେଙ୍କାନାଳ : ବାଇକକୁ ସାମନା ପଟୁ ପିଟିଲା ହାଇୱା ଆଉ ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ଡେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ଅଙ୍ଗନବାଡି କେନ୍ଦ୍ର ନିକଟରେ ସୋମବାର ଘଟିଛି ଏକ ମର୍ମନ୍ତୁଦ…

ଗଛରେ ପିଟି ହେଲା ବସ୍‌, ୧୦ ଆହତ

ରାଜ୍ୟରେ ପୁଣି ଏକ ଭୟଙ୍କର ବସ୍ ଦୁର୍ଘଟଣାର ଚିତ୍ର ସାମ୍ନାକୁ ଆସିଛି । ଏକ ଯାତ୍ରୀବାହୀ ବସ୍ ଗଛରେ ପିଟି ହେବା ଫଳରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବେଲଗୁଣ୍ଠା ଥାନା ଜି.ନୂଆଗାଁ ଛକରେ ଏହି ଦୁର୍ଘଟଣା ଘଟିଛି…

ଭାରସାମ୍ୟ ହରାଇ ରାସ୍ତାକଡ଼ ନାଳକୁ ଖସିଲା ମୋ-ବସ୍‌

ଖୋର୍ଦ୍ଧା: ଖୋର୍ଦ୍ଧା ଭୁବନେଶ୍ବର ରାସ୍ତା ପିତାପଲ୍ଲୀ ଛକରେ ନିୟନ୍ତ୍ରଣ ହରାଇ ଡ୍ରେନକୁ ଖସିଲା ମୋ-ବସ୍। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି। ଖୋର୍ଦ୍ଧାରୁ ଭୁବନେଶ୍ବର ଯାଉଥିଲା ବସ। ଆହତ ଯାତ୍ରୀଙ୍କ ସଂଖ୍ୟା ୨୦ରୁ ଉର୍ଦ୍ଧ୍ବ ହେବବୋଲି ଜଣାପଡ଼ିଛି।…