Tag: Accident

ପୁରୀର ଅଗ୍ନି ବିସ୍ଫୋରଣ ଘଟଣା ମୁଖ୍ୟମନ୍ତ୍ରୀଙ୍କ ମିଥ୍ୟା ଭାବମୂର୍ତିର ମୁଖା ଖୋଲି ଦେଇଛି: ଡା. ସମ୍ବିତ ପାତ୍ର

ଗତକାଲି ପୁରୀ ନରେନ୍ଦ୍ର ପୋଖରୀରେ ମହାପ୍ରଭୁଙ୍କ ଭଉଁରୀ ଖେଳ ହେଉଥିବା ବେଳେ ବାଣ ଦ୍ୱାରା ଅଗ୍ନି ବିସ୍ପୋରଣ ଘଟିଥିଲା । ଆମ୍ବୁଲାନ୍ସର ଅଭାବ କାରଣରୁ ଠିକ୍ ସମୟରେ ପୀଡିତଙ୍କୁ ଚିକିତ୍ସା ଉପଲବ୍ଧ ହୋଇପାରିଳା ନାହିଁ ସେହି କାରଣରୁ ଅନେକ ଲୋକଙ୍କ ମୃତ୍ୟୁ…

ତୀର୍ଥଯାତ୍ରୀ ବସ ଓଲଟି ୨୧ମୃତ, ୪୦ଆହତ

ଜମ୍ମୁରେ ବଡ଼ ଧରଣର ବସ ଦୁର୍ଘଟଣା ଘଟିଛି । ଜମ୍ମୁର ଅଖନୁର ଚୁଙ୍ଗି ଅଞ୍ଚଳ ଘାଟିରେ ବସ୍ ଖସି ପଡ଼ିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଜାରି…

ଝାରସୁଗୁଡ଼ାରେ ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରକ

ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଝାରସୁଗୁଡ଼ା-ବେଲପାହାଡ଼ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ…

ହାଇୱା ବାଇକ ଧକ୍କା, ଗୋଟିଏ ପରିବାରର ୪ ମୃତ

ଢେଙ୍କାନାଳ : ବାଇକକୁ ସାମନା ପଟୁ ପିଟିଲା ହାଇୱା ଆଉ ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ଡେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ଅଙ୍ଗନବାଡି କେନ୍ଦ୍ର ନିକଟରେ ସୋମବାର ଘଟିଛି ଏକ ମର୍ମନ୍ତୁଦ…

ଗଛରେ ପିଟି ହେଲା ବସ୍‌, ୧୦ ଆହତ

ରାଜ୍ୟରେ ପୁଣି ଏକ ଭୟଙ୍କର ବସ୍ ଦୁର୍ଘଟଣାର ଚିତ୍ର ସାମ୍ନାକୁ ଆସିଛି । ଏକ ଯାତ୍ରୀବାହୀ ବସ୍ ଗଛରେ ପିଟି ହେବା ଫଳରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବେଲଗୁଣ୍ଠା ଥାନା ଜି.ନୂଆଗାଁ ଛକରେ ଏହି ଦୁର୍ଘଟଣା ଘଟିଛି…

ଭାରସାମ୍ୟ ହରାଇ ରାସ୍ତାକଡ଼ ନାଳକୁ ଖସିଲା ମୋ-ବସ୍‌

ଖୋର୍ଦ୍ଧା: ଖୋର୍ଦ୍ଧା ଭୁବନେଶ୍ବର ରାସ୍ତା ପିତାପଲ୍ଲୀ ଛକରେ ନିୟନ୍ତ୍ରଣ ହରାଇ ଡ୍ରେନକୁ ଖସିଲା ମୋ-ବସ୍। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି। ଖୋର୍ଦ୍ଧାରୁ ଭୁବନେଶ୍ବର ଯାଉଥିଲା ବସ। ଆହତ ଯାତ୍ରୀଙ୍କ ସଂଖ୍ୟା ୨୦ରୁ ଉର୍ଦ୍ଧ୍ବ ହେବବୋଲି ଜଣାପଡ଼ିଛି।…