Tag: Accident

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ ଓ ଅନେକ ଗୁରୁତର

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ଓ ୭ ଗୁରୁତର ଅଛନ୍ତି…

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଡିସ୍‌ଚାର୍ଜ ହେଲେ ଆଉ ଦୁଇ ଆହତ

ଆଜି ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ଡିସ୍‌ଚାର୍ଜ ହୋଇଛନ୍ତି। ୨ ଜଣ ଡିସଚାର୍ଜ ହୋଇଥିବା ଏସ୍ଆରସିଙ୍କ କାର୍ଯ୍ୟାଳୟରରୁ ସୂଚନା ମିଳିଛି । ସେମାନେ ହେଲେ ବଳରାମ ଦାସ ଏବଂ ମନମୋହନ ବେହେରା। ଏବେ ସୁଦ୍ଧା…

ରାଜଧାନୀରେ ସକାଳୁ ସକାଳୁ ସିରିଜ୍ ଦୁର୍ଘଟଣା

ରାଜଧାନୀରେ ସକାଳୁ ସକାଳୁ ସିରିଜ୍ ଦୁର୍ଘଟଣା । ସତସଙ୍ଗବିହାର ନିକଟରେ ସିରିଜ ଦୁର୍ଘଟଣାଘଟିଛି। ୩ ଟି ଗାଡ଼ି ପଛକୁ ପଛ ହେଲେ ଧକ୍କା। ଫଳରେ ୩ଟି କାର୍ ଭାଙ୍ଗି ଚୁରମାର ହୋଇଯାଇଥିବା ବେଳେ, ପ୍ରଥମେ ଦୁର୍ଘଟଣାଗ୍ରସ୍ତ ହୋଇଥିବା କାରର ଚାଳକ ଗୁରୁତର…

ପୁରୀ ବାଣ ବିସ୍ପୋରଣ ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ନିତି ଚାଲୁଥିବା ବେଳେ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ସକାଳେ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆଉଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି…

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ଏପର୍ଯ୍ୟନ୍ତ ବିଭିନ୍ନ ମେଡିକାଲରେ ୨୨…

ପୁରୀର ଅଗ୍ନି ବିସ୍ଫୋରଣ ଘଟଣା ମୁଖ୍ୟମନ୍ତ୍ରୀଙ୍କ ମିଥ୍ୟା ଭାବମୂର୍ତିର ମୁଖା ଖୋଲି ଦେଇଛି: ଡା. ସମ୍ବିତ ପାତ୍ର

ଗତକାଲି ପୁରୀ ନରେନ୍ଦ୍ର ପୋଖରୀରେ ମହାପ୍ରଭୁଙ୍କ ଭଉଁରୀ ଖେଳ ହେଉଥିବା ବେଳେ ବାଣ ଦ୍ୱାରା ଅଗ୍ନି ବିସ୍ପୋରଣ ଘଟିଥିଲା । ଆମ୍ବୁଲାନ୍ସର ଅଭାବ କାରଣରୁ ଠିକ୍ ସମୟରେ ପୀଡିତଙ୍କୁ ଚିକିତ୍ସା ଉପଲବ୍ଧ ହୋଇପାରିଳା ନାହିଁ ସେହି କାରଣରୁ ଅନେକ ଲୋକଙ୍କ ମୃତ୍ୟୁ…

ତୀର୍ଥଯାତ୍ରୀ ବସ ଓଲଟି ୨୧ମୃତ, ୪୦ଆହତ

ଜମ୍ମୁରେ ବଡ଼ ଧରଣର ବସ ଦୁର୍ଘଟଣା ଘଟିଛି । ଜମ୍ମୁର ଅଖନୁର ଚୁଙ୍ଗି ଅଞ୍ଚଳ ଘାଟିରେ ବସ୍ ଖସି ପଡ଼ିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଜାରି…

ଝାରସୁଗୁଡ଼ାରେ ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରକ

ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଝାରସୁଗୁଡ଼ା-ବେଲପାହାଡ଼ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ…

ହାଇୱା ବାଇକ ଧକ୍କା, ଗୋଟିଏ ପରିବାରର ୪ ମୃତ

ଢେଙ୍କାନାଳ : ବାଇକକୁ ସାମନା ପଟୁ ପିଟିଲା ହାଇୱା ଆଉ ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ଡେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ଅଙ୍ଗନବାଡି କେନ୍ଦ୍ର ନିକଟରେ ସୋମବାର ଘଟିଛି ଏକ ମର୍ମନ୍ତୁଦ…

ଗଛରେ ପିଟି ହେଲା ବସ୍‌, ୧୦ ଆହତ

ରାଜ୍ୟରେ ପୁଣି ଏକ ଭୟଙ୍କର ବସ୍ ଦୁର୍ଘଟଣାର ଚିତ୍ର ସାମ୍ନାକୁ ଆସିଛି । ଏକ ଯାତ୍ରୀବାହୀ ବସ୍ ଗଛରେ ପିଟି ହେବା ଫଳରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବେଲଗୁଣ୍ଠା ଥାନା ଜି.ନୂଆଗାଁ ଛକରେ ଏହି ଦୁର୍ଘଟଣା ଘଟିଛି…